Genesis 41:4 — Compare Translations
5 translations compared side by side
Odia - 1840
"ସହେି ସାତଟି ଦୁର୍ବଳ ଓ ରୁଗ୍ଣ ଦଖାଯାେଉଥିବା ଗାଈଗୁଡ଼ିକ ସହେି ସାତଟି ସ୍ବାସ୍ଥ୍ଯବାନ ଗାଈକୁ ଖାଇଗଲେ। ସେତବେେଳେ ଫାରୋ ନିଦରୁ ଉଠି ପଡ଼ିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି କୃଶ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସାତୋଟି ଦୁର୍ବଳ ଓ ରୁଗ୍ଣ ଦେଖାଯାଉଥିବା ଗାଈଗୁଡ଼ିକ ସେହି ସାତୋଟି ସ୍ୱାସ୍ଥ୍ୟବାନ ଗାଈକୁ ଖାଇଗଲେ। ସେତେବେଳେ ଫାରୋ ନିଦରୁ ଉଠି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।