Genesis 41:40 — Compare Translations

5 translations compared side by side

Odia - 1840
"ମୁଁ ମାରଦେେଶର ଦାଯିତ୍ବ ତୁମ୍ଭକୁ ଦଲେି, ଏବଂ ସମସ୍ତ ଲୋକ ତୁମ୍ଭର ଆଦେଶ ମାନିବେ। କବଳେ ମୁଁ ତୁମ୍ଭଠାରୁ ବଡ଼ ହବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଦେଶର ଦାୟିତ୍ୱ ତୁମ୍ଭକୁ ଦେଲି, ଏବଂ ସମସ୍ତ ଲୋକ ତୁମ୍ଭର ଆଦେଶ ମାନିବେ। କେବଳ ମୁଁ ତୁମ୍ଭଠାରୁ ବଡ଼ ହେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”