Genesis 41:42 — Compare Translations
5 translations compared side by side
Odia - 1840
"ଏହାପରେ ଫାରୋ ତାଙ୍କୁ ଏକ ବିଶଷେ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳା ରେ ସୁବର୍ଣ୍ଣହାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଫାରୋ ତାଙ୍କୁ ଏକ ବିଶେଷ ମୁଦ୍ରିକା ଦେଲେ। ତାଙ୍କୁ ସୁକ୍ଷ୍ମ ବସ୍ତ୍ର ପିନ୍ଧାଇ ତାହାଙ୍କ ଗଳାରେ ସୁବର୍ଣ୍ଣହାର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।