Genesis 41:43 — Compare Translations
5 translations compared side by side
Odia - 1840
"ଫାରୋ ଯୋଷଫଙ୍କେୁ ଆପଣା ଦ୍ବିତୀୟ ରଥରେ ଆରୋହଣ କରାଇଲେ। ଆଉ ଲୋକମାନେ ତାଙ୍କର ଆଗେ ଆଗେ, ଯୋଷଫଙ୍କେୁ ପ୍ରଣାମ କର ବୋଲି ଫାରୋ ଲୋକମାନଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କୁ ଆପଣା ଦ୍ଵିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଅବ୍ରେକ୍ ଅବ୍ରେକ୍ (ଆଣ୍ଠୁପାତ ଆଣ୍ଠୁପାତ) ବୋଲି ଘୋଷଣା କଲେ । ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଯୋଷେଫଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ। ଆଉ ଲୋକମାନେ ତାଙ୍କର ଆଗେ ଆଗେ, “ଯୋଷେଫଙ୍କୁ ପ୍ରଣାମ କର” ବୋଲି କହିଲେ। ତେଣୁ ଯୋଷେଫ ସମଗ୍ର ମିଶରରେ ମୁଖ୍ୟ ଭାବେ ନିଯୁକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଆଣ୍ଠୁ ପାତ ଆଣ୍ଠୁ ପାତ ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।