Genesis 41:44 — Compare Translations

5 translations compared side by side

Odia - 1840
"ଫାରୋ ଯୋଷଫଙ୍କେୁ କହିଲେ, ମୁଁ ଫାରୋ, କୁନ୍ତୁ ତୁମ୍ଭର ଆଜ୍ଞା ବିନା ମିଶର ରେ କହେି କିଛି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଯୋଷେଫଙ୍କୁ କହିଲେ, “ମୁଁ ଫାରୋ, କିନ୍ତୁ ତୁମ୍ଭର ଆଜ୍ଞା ବିନା ମିଶରରେ କେହି କିଛି କରି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”