Genesis 41:45 — Compare Translations

5 translations compared side by side

Odia - 1840
"ଫାରୋ ଯୋଷଫଙ୍କେୁ ଏକ ଅନ୍ୟ ନାମ ରେ ନାମିତ କଲେ, ସାଫନତ୍-ପାନହେ ଫାରୋ ଯୋଷଫଙ୍କେୁ ଓନ ନଗର ନିବାସୀ ପୋଟୀଫର ନାମକ ଯାଜକର ଆସନ୍ନତ୍ ନାମ୍ନୀ କନ୍ଯା ସହିତ ବିବାହ ଦେଲେ। ଯୋଷଫେ ସମସ୍ତ ମିଶ ରେ ଦେଶ ମଧ୍ଯଦଇେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ । ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଯୋଷେଫଙ୍କୁ ଏକ ଅନ୍ୟ ନାମରେ ନାମିତ କଲେ, “ସାଫନତ୍-ପାନେହ” ଫାରୋ ଯୋଷେଫଙ୍କୁ ଓନ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ବିବାହ ଦେଲେ। ଯୋଷେଫ ସମସ୍ତ ମିଶର ଦେଶ ମଧ୍ୟଦେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍‍-ପାନେହ ରଖିଲେ;” ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍‍-ପାନେହ ରଖିଲେ; ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।