Genesis 41:46 — Compare Translations
5 translations compared side by side
Odia - 1840
"ଯୋଷଫେ ତିରିଷ ବର୍ଷ ବସଯ ରେ ମିଶ୍ରୀଯ ରାଜା ଫାରୋଙ୍କ ଛାମୁ ରେ ଛିଡ଼ା ହାଇେଥିଲେ। ଏହାପରେ ଯୋଷଫେ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତିରିଶ୍ ବର୍ଷ ବୟସରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଛିଡ଼ା ହୋଇଥିଲେ। ଏହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।