Genesis 41:47 — Compare Translations

5 translations compared side by side

Odia - 1840
"ସହେି ସୁର୍ଭିକ୍ଷ ସାଦବର୍ଷ ମଧ୍ଯ ପ୍ରଚୁର ପରିମାଣ ରେ ଫସଲ ଉତ୍ପନ୍ନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୁଭିକ୍ଷର ସାତ ବର୍ଷ ମଧ୍ୟରେ ପ୍ରଚୁର ପରିମାଣରେ ଫସଲ ଉତ୍ପନ୍ନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।