Genesis 41:48 — Compare Translations

5 translations compared side by side

Odia - 1840
"ଯୋଷଫେ ସହେି ସାତ ବର୍ଷ ରେ ମିଶର ଦେଶ ରେ ଉତ୍ପନ୍ନ ଶସ୍ଯ ସଂଗ୍ରହ କରି ପ୍ରତି ନଗର ରେ ସଂଗ୍ରହ କଲେ। ଯେଉଁ ନଗରର ଚାରିଆଡ଼େ ଭୂମିରେ ଯେତେ ଶସ୍ଯ ଉତ୍ପନ୍ନ ହେଲା, ତାହା ସବୁ ସହେି ନଗର ରେ ସଂଗ୍ରହ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ସେହି ସାତ ବର୍ଷରେ ମିଶର ଦେଶରେ ଉତ୍ପନ୍ନ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ। ଯେଉଁ ନଗରର ଗ୍ଭରିଆଡ଼େ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ନଗରରେ ସଞ୍ଚିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ।