Genesis 41:49 — Compare Translations

5 translations compared side by side

Odia - 1840
"ଏହି ପ୍ରକା ରେ ଯୋଷଫେ ସମୁଦ୍ରର ବାଲିପରି ଏତେ ବହୁଳ ଶସ୍ଯ ସଂଗ୍ରହ କଲେ ଯେ ତାହା ଆଉ ମାପିଲେ ନାହିଁ। କାରଣ ତାହା ମାପି ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲିପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ ତାହା ଆଉ ମାପିଲେ ନାହିଁ। କାରଣ ତାହା ମାପି ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।