Genesis 41:50 — Compare Translations

5 translations compared side by side

Odia - 1840
"ଯୋଷଫଙ୍କେର ସ୍ତ୍ରୀ ଆସନତ୍। ସେ ଓନ୍ ନଗର ନିବାସୀ ପୋଟୀଫର ଯାଜକର ଝିଅ ଥିଲେ। ଦୁର୍ଭିକ୍ଷ ଆସିବାର ପୂର୍ବରୁ ଯୋଷଫେ ଏବଂ ଆସନତ୍ ଦୁଇଟି ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କର ସ୍ତ୍ରୀ ଆସନତ୍। ସେ ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଝିଅ ଥିଲେ। ଦୁର୍ଭିକ୍ଷ ଆସିବାର ପୂର୍ବରୁ ଯୋଷେଫ ଏବଂ ଆସନ‌ତ୍‌ଙ୍କର ଦୁଇଟି ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇ ପୁତ୍ର ଜାତ ହୋଇଥିଲେ, ଓନ୍‍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍‍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।