Genesis 41:51 — Compare Translations
5 translations compared side by side
Odia - 1840
"ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷଫେ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷଫେ କହିଲେ, ପରମେଶ୍ବର ମାହେର ସମସ୍ତ କ୍ଲେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି (ବିସ୍ମୃତି) ରଖିଲେ, କାରଣ ସେ କହିଲେ, ପରମେଶ୍ଵର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ପୁତ୍ରର ନାମ ଦେଲେ ମନଃଶି। ଯୋଷେଫ ତାଙ୍କର ନାମ ଏହିପରି ଦେଲେ କାରଣ ଯୋଷେଫ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”