Genesis 41:52 — Compare Translations
5 translations compared side by side
Odia - 1840
"ଯୋଷଫେ ତାଙ୍କର ଦ୍ବିତୀୟ ପୁତ୍ରରନାମ ଦେଲେ ଇଫ୍ରଯିମ କାରଣ ସେ କହିଲେ, ମାହେର ଦୁଃଖ ଭୋଗର ଦେଶ ରେ ପରମେଶ୍ବର ମାେତେ ଫଳବାନ କରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ଦ୍ୱିତୀୟ ପୁତ୍ରର ନାମ ଦେଲେ ଇଫ୍ରୟିମ କାରଣ ସେ କହିଲେ, “ମୋହର ଦୁଃଖ ଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”