Genesis 41:53 — Compare Translations

5 translations compared side by side

Odia - 1840
"ମିଶର ରେ ସାତବର୍ଷ ସୁର୍ଭିକ୍ଷର ଶଷେ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଭିକ୍ଷର ସମୟ ଆରମ୍ଭ ମିଶରରେ ସାତ ବର୍ଷ ସୁଭିକ୍ଷର ଶେଷ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।