Genesis 41:54 — Compare Translations
5 translations compared side by side
Odia - 1840
"ଏବଂ ଏହାପରେ ସାତବର୍ଷର ଦୁର୍ଭିକ୍ଷ ଆରମ୍ଭ ହେଲା। ଯେଉଁପରି ଭାବେ ଯୋଷଫେ ଆଗରୁ କହିଥିଲେ। ଫସଲ ଉତ୍ପନ୍ନ ହେଲା ନାହିଁ। କୌଣସି ସ୍ଥାନ ମିଶର ରେ ଅବା ଅନ୍ୟ କୌଣସି ଦେଶ ରେ। କିନ୍ତୁ ମିଶର ରେ ଖାଦ୍ୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଏହା ପରେ ସାତ ବର୍ଷର ଦୁର୍ଭିକ୍ଷ ଆରମ୍ଭ ହେଲା। ଯେଉଁପରି ଭାବେ ଯୋଷେଫ ଆଗରୁ କହିଥିଲେ। ଫସଲ ଉତ୍ପନ୍ନ ହେଲା ନାହିଁ। କୌଣସି ସ୍ଥାନ ମିଶରରେ ଅବା ଅନ୍ୟ କୌଣସି ଦେଶରେ। କିନ୍ତୁ ମିଶରରେ ଖାଦ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।