Genesis 41:55 — Compare Translations

5 translations compared side by side

Odia - 1840
"ଦୁର୍ଭିକ୍ଷ ଆରମ୍ଭ ରେ ଲୋକମାନେ ଖାଦ୍ୟ ପାଇଁ ଫାରୋଙ୍କୁ ଭିକ୍ଷା ମାଗିଲେ। ଫାରୋ ଉତ୍ତର ଦେଲେ, ଯୋଷଫଙ୍କେ ପାଖକୁ ୟାଅ ଆଉ ଯାହା ସେ କରିବାକୁ କହନ୍ତି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଭିକ୍ଷ ଆରମ୍ଭରେ ଲୋକମାନେ ଖାଦ୍ୟ ପାଇଁ ଫାରୋଙ୍କୁ ଭିକ୍ଷା ମାଗିଲେ। ଫାରୋ ଉତ୍ତର ଦେଲେ, “ଯୋଷେଫଙ୍କ ପାଖକୁ ଯାଅ ଆଉ ଯାହା ସେ କରିବାକୁ କହନ୍ତି ତାହା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।