Genesis 41:56 — Compare Translations
5 translations compared side by side
Odia - 1840
"ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷଫେ ସବୁ ସ୍ଥାନ ରେ ଗୋଲା ଫିଟାଇ ମିସ୍ରୀଯମାନଙ୍କୁ ଶସ୍ଯ ବିକିବାକୁ ଲାଗିଲେ। ତଥାପି ମିଶର ରେ ଦୁର୍ଭିକ୍ଷ ପ୍ରବଳ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷେଫ ସବୁ ସ୍ଥାନରେ ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକିବାକୁ ଲାଗିଲେ। ତଥାପି ମିଶରରେ ଦୁର୍ଭିକ୍ଷ ପ୍ରବଳ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।