Genesis 41:57 — Compare Translations
5 translations compared side by side
Odia - 1840
"ସର୍ବଦେଶୀଯ ଲୋକମାନେ ମିଶର ଦେଶ ରେ ଶସ୍ଯ କିଣିବା ପାଇଁ ଯୋଷଫଙ୍କେ ନିକଟକୁ ଆସିଲେ। ଯେ ହତେୁ ସବୁ ଦେଶ ରେ ଦୁର୍ଭିକ୍ଷ ପ୍ରବଳ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ । ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଦେଶୀୟ ଲୋକମାନେ ମିଶର ଦେଶର ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।