Genesis 41:6 — Compare Translations
5 translations compared side by side
Odia - 1840
"ସମାନଙ୍କେ ପରେ, ସାତ ଧାନର ମୁଣ୍ଡ ବାହାରି ଆସିଲା। କିନ୍ତୁ ଏହା କ୍ଷୀଣ ଥିଲା ଏବଂ ପୂର୍ବ ବାଯୁ ରେ ଶୁଖିଗଲା ପରି ଦଖାଯାେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପରେ, ସାତ ଧାନର ମୁଣ୍ଡ ବାହାରି ଆସିଲା। କିନ୍ତୁ ଏହା କ୍ଷୀଣ ଥିଲା ଏବଂ ପୂର୍ବ ବାୟୁରେ ଶୁଖିଗଲା ପରି ଦେଖା ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।