Genesis 41:7 — Compare Translations
5 translations compared side by side
Odia - 1840
"ପୁଣି ସହେି ସାତଟି ପରିପୁଷ୍ଠ ଶୀଷାକୁ ଏହି ସାତଟି କ୍ଷୀଣ ଶୀଷାକୁ ଗିଳି ପକାଇଲେ। ଏହି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ ସ୍ବପ୍ନ ମାତ୍ର ଜ୍ଞାନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା । ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ସାତୋଟି ପରିପୁଷ୍ଟ ଶୀଷାକୁ ଏହି ସାତୋଟି କ୍ଷୀଣ ଶୀଷା ଗିଳି ପକାଇଲେ। ଏହି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ ସ୍ୱପ୍ନମାତ୍ର ଜ୍ଞାନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା।