Genesis 41:8 — Compare Translations

5 translations compared side by side

Odia - 1840
"ଏହାପରେ ପ୍ରଭାତ ରେ ତାଙ୍କର ମନ ଉତ୍ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀଯ ପ୍ରେତ୍ୟକକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡ଼କାଇଲେ। ମାତ୍ର ଫାରୋ ସମାନଙ୍କେ ନିକଟରେ ଆପଣା ସ୍ବପ୍ନର କଥା କୁହନ୍ତେ ସମାନଙ୍କେ ମଧ୍ଯରୁ କହେି ତା'ର ଅର୍ଥ କହି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସରଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ତିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ଵପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପ୍ରଭାତରେ ତାଙ୍କର ମନ ଉ‌ଦ୍‌ବିଗ୍ନ ହେଲା। ତେଣୁ ସେ ଲୋକ ପଠାଇ ମିଶର ଦେଶୀୟ ପ୍ରତ୍ୟେକ ମନ୍ତ୍ରଜ୍ଞ ଓ ଜ୍ଞାନୀ ଲୋକମାନଙ୍କୁ ଡକାଇଲେ। ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କୁହନ୍ତେ ସେମାନଙ୍କ ମଧ୍ୟରୁ କେହି ତା’ର ଅର୍ଥ କହି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)