Genesis 41:9 — Compare Translations
5 translations compared side by side
Odia - 1840
"ସେତବେେଳେ ମୂଖ୍ଯ ପାନପାତ୍ର ବାହକ ଫାରୋଙ୍କୁ ନିବଦନେ କଲା। ସେ କହିଲା, ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାସଜଣକ ଫାରୋଙ୍କୁ ଯୋଷେଫଙ୍କ ବିଷୟରେ କହିଲେ ସେତେବେଳେ ମୂଖ୍ୟ ପାନପାତ୍ରବାହକ ଫାରୋଙ୍କୁ ନିବେଦନ କଲା। ସେ କହିଲା, “ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।