Genesis 42:1 — Compare Translations

5 translations compared side by side

Odia - 1840
"ଯାକୁବ ଶୁଣିଲେ ଯେ, ମିଶର ରେ ପ୍ରଚୁର ଖାଦ୍ୟ ଶସ୍ଯ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, କିଛି ନକରି କାହିଁକି ତୁମ୍ଭେ ଅଳସୁଆ ହାଇେ ବସୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏକ ଆରେକ ପ୍ରତି ଅନାଇ ରହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱପ୍ନଗୁଡ଼ିକ ସତ୍ୟ ହେଲା ଯାକୁବ ଶୁଣିଲେ ଯେ, ମିଶରରେ ପ୍ରଚୁର ଖାଦ୍ୟ ଶସ୍ୟ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, “କିଛି ନ କରି କାହିଁକି ତୁମ୍ଭେ ଅଳସୁଆ ହୋଇ ବସୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”