Genesis 42:10 — Compare Translations

5 translations compared side by side

Odia - 1840
"କିନ୍ତୁ ସମାନଙ୍କେର ଭାଇମାନେ ତାଙ୍କୁ କହିଲେ, ନା ମାହାଶଯ, ଆମ୍ଭମାନେେ ତୁମ୍ଭର ଦାସତୁଲ୍ଯ ଆସିଅଛୁ। ଆମ୍ଭେ କବଳେ ଖାଦ୍ୟ ସଂଗ୍ରହ କରିବାକୁ ଆସିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସି ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତାଙ୍କର ଭାଇମାନେ ତାଙ୍କୁ କହିଲେ, “ନା ମହାଶୟ, ଆମ୍ଭେମାନେ ଆପଣଙ୍କ ଦାସତୁଲ୍ୟ ଆସିଅଛୁ। ଆମ୍ଭେ କେବଳ ଖାଦ୍ୟ ସଂଗ୍ରହ କରିବାକୁ ଆସିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ନା ପ୍ରଭୁ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।”