Genesis 42:11 — Compare Translations

5 translations compared side by side

Odia - 1840
"ଆମ୍ଭେ ସମସ୍ତେ ଭାଇ, ଆମ୍ଭମାନଙ୍କର ପିତା ଗୋଟିଏ। ଆମ୍ଭେ ସଚ୍ଚୋଟ୍ ଲୋକ ଅଟୁ। ଆମ୍ଭେ ଆପଣଙ୍କ ଦାସ, ଆମ୍ଭେ ଗୁପ୍ତଚର ନୋହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ବିଶ୍ଵାସ୍ୟ ଲୋକ, ଆପଣଙ୍କ ଏହି ଦାସମାନେ ଚର ନୁହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ଭାଇ, ଆମ୍ଭମାନଙ୍କର ପିତା ଏକ। ଆମ୍ଭେ ସଚ୍ଚୋଟ ଲୋକ ଅଟୁ। ଆମ୍ଭେ ଆପଣଙ୍କ ଦାସ, ଆମ୍ଭେ ଗୁପ୍ତଚର ନୋହୁଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହଁନ୍ତି।