Genesis 42:12 — Compare Translations
5 translations compared side by side
Odia - 1840
"ତା'ପରେ ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭମାନେେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ସେମାନଙ୍କୁ କହିଲେ, ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”