Genesis 42:13 — Compare Translations

5 translations compared side by side

Odia - 1840
"ଏବଂ ଭାଇମାନେ କହିଲେ, ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାରଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ୍। ଆମ୍ଭର ସାନଭାଇ ଆମ୍ଭର ଗୃହ ରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିୟାଇଛି। ଆମ୍ଭମାନେେ ତୁମ୍ଭ ନିକଟରେ ଦାସତୁଲ୍ଯ। ଆମ୍ଭମାନେେ କିଣାନୀଯ ଦେଶରୁ ଆସିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ଆପଣଙ୍କର ଏହି ଦାସମାନେ ଦ୍ଵାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି ଜଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଭାଇମାନେ କହିଲେ, “ନା! ଆମ୍ଭେ ସମସ୍ତେ ଭାଇ ଆମ୍ଭ ପରିବାରର ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ପିତା ଏକ। ଆମ୍ଭର ସାନଭାଇ ଆମ୍ଭର ଗୃହରେ ପିତାଙ୍କ ନିକଟରେ ଅଛି। ଆଉ ଏକ ଭାଇ ବହୁତ ପୂର୍ବରୁ ମରିଯାଇଛି। ଆମ୍ଭେମାନେ ଆପଣଙ୍କ ନିକଟରେ ଦାସତୁଲ୍ୟ। ଆମ୍ଭେମାନେ କିଣାନ ଦେଶରୁ ଆସିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”