Genesis 42:16 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କ ମଧ୍ଯରୁ ଜଣକୁ ଛାଡ଼ିବି ସେ ୟାଇ ତୁମ୍ଭର ସାନ ଭାଇକୁ ଏଠାକୁ ନଇେ ଆସିବ। ସେ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ବନ୍ଦୀଶାଳା ରେ ରହିବ। ମୁଁ ଦେଖିବି ତୁମ୍ଭମାନେେ ସତ କହୁଛ ନା ତୁମ୍ଭମାନେେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦଇେ ଶପଥ କରୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକି ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ଛାଡ଼ିବି ସେ ଯାଇ ତୁମ୍ଭର ସାନ ଭାଇକୁ ଏଠାକୁ ନେଇ ଆସିବ। ସେ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ବନ୍ଦୀଶାଳାରେ ରହିବ। ମୁଁ ଦେଖିବି ତୁମ୍ଭେମାନେ ସତ କହୁଛ ନା ତୁମ୍ଭେମାନେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦେଇ ଶପଥ କରୁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।