Genesis 42:17 — Compare Translations
5 translations compared side by side
Odia - 1840
"ତେଣୁ ଯୋଷଫେ ସମାନଙ୍କେୁ ତିନିଦିନ ପାଇଁ ବନ୍ଦୀଶାଳା ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ସେମାନଙ୍କୁ ତିନି ଦିନ ପାଇଁ ବନ୍ଦୀଶାଳାରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।