Genesis 42:18 — Compare Translations
5 translations compared side by side
Odia - 1840
"ତିନିଦିନ ପର, ଯୋଷଫେ ସମାନଙ୍କେୁ କହିଲେ, ମୁଁ ପରମେଶ୍ବରଙ୍କୁ ଭୟ କରେ। ଏଣୁ ଏହି କର୍ମ କର ଓ ତହିଁରେ ତୁମ୍ଭେ ବଞ୍ଚିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, ପରମେଶ୍ଵରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
The Troubles Begin ତିନି ଦିନ ପରେ, ଯୋଷେଫ ସେମାନଙ୍କୁ କହିଲେ, “ମୁଁ ପରମେଶ୍ୱରଙ୍କୁ ଭୟ କରେ। ଏଣୁ ଏହି କର୍ମ କର ତହିଁରେ ତୁମ୍ଭେ ବଞ୍ଚିପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।