Genesis 42:19 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ବାସ୍ତବ ରେ ବିଶ୍ବାସୀ ଲୋକ, ତବେେ ତୁମ୍ଭ ଭାଇମାନଙ୍କ ମଧ୍ଯରୁ କହେି ଜଣେ କାରାଗାର ରେ ରହୁ। ଏବଂ ଅନ୍ୟ ସମସ୍ତେ ଶସ୍ଯ ନଇେ ତୁମ୍ଭ ଲୋକମାନଙ୍କ ପାଇଁ ନଇେ ୟାଇପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେବେ ବିଶ୍ଵାସ୍ୟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକି ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ବାସ୍ତବରେ ବିଶ୍ୱାସୀ ଲୋକ, ତେବେ ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ଜଣେ କାରାଗାରରେ ରହୁ। ଏବଂ ଅନ୍ୟ ସମସ୍ତେ ତୁମ୍ଭ ଲୋକମାନଙ୍କ ପାଇଁ ଶସ୍ୟ ନେଇ ଯାଇପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।