Genesis 42:2 — Compare Translations
5 translations compared side by side
Odia - 1840
"ମୁଁ ଶୁଣିଛି ଯେ ମିଶର ରେ ଖାଦ୍ୟଶସ୍ଯ ବିକ୍ରଯ କରାଯାଉ ଅଛିା ତେଣୁ ତୁମ୍ଭେ ୟାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ଯ କିଣିଆଣ। ତହିଁରେ ଆମ୍ଭମାନେେ ମରି ନୟାଇ ବଞ୍ଚି ପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି କହିଲେ, ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶୁଣିଛି ଯେ ମିଶରରେ ଖାଦ୍ୟଶସ୍ୟ ବିକ୍ରୟ କରାଯାଉଅଛିା ତେଣୁ ତୁମ୍ଭେ ଯାଇ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଶସ୍ୟ କିଣିଆଣ। ତହିଁରେ ଆମ୍ଭେମାନେ ମରି ନ ଯାଇ ବଞ୍ଚି ପାରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”