Genesis 42:21 — Compare Translations
5 translations compared side by side
Odia - 1840
"ସମାନଙ୍କେ ମଧିଅରେ କଥାବାର୍ତ୍ତା ହେଲେ, ଆମ୍ଭମାନେେ ଆମ୍ଭର ସାନ ଭାଇ ଯୋଷଫେକୁ ହତ୍ଯା କରିଥିବାରୁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ। ଆମ୍ଭମାନେେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁ ରୋଧ କରିଥିଲା। କିନ୍ତୁ ଆମ୍ଭେ ତା'ପ୍ରତି କର୍ଣ୍ଣପାତ କରି ନଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦ ରେ ପଡ଼ିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହେଲେ, “ଆମ୍ଭେମାନେ ଆମ୍ଭର ସାନ ଭାଇ ଯୋଷେଫକୁ ହତ୍ୟା କରିଥିବାରୁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ। ଆମ୍ଭେମାନେ ଦେଖିଥିଲୁ ସେ କି କଷ୍ଟ ପାଉଥିଲା। ତାକୁ ରକ୍ଷା କରିବାକୁ ସେ କେତେ ଅନୁରୋଧ କରିଥିଲା। କିନ୍ତୁ ଆମ୍ଭେ ତା’ ପ୍ରତି କର୍ଣ୍ଣପାତ କରି ନ ଥିଲୁ। ତେଣୁ ବର୍ତ୍ତମାନ ଆମ୍ଭେ ବିପଦରେ ପଡ଼ିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।