Genesis 42:22 — Compare Translations

5 translations compared side by side

Odia - 1840
"ରୂବନ୍େ ସମାନଙ୍କେୁ କହିଲା, ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭମାନେେ ସେତବେେଳେ ମାେ କଥା ଶୁଣିଲ ନାହିଁ। ତେଣୁ ସେଥିପାଇଁ ଆମ୍ଭମାନେେ ଦଣ୍ଡ ଭୋଗୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ନିକାଶ ନିଆଯାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍ ସେମାନଙ୍କୁ କହିଲା, “ମୁଁ କହିଥିଲି ତୁମ୍ଭେ ତା’ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭେମାନେ ସେତେବେଳେ ମୋ’ କଥା ଶୁଣିଲ ନାହିଁ। ସେଥିପାଇଁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।”