Genesis 42:23 — Compare Translations
5 translations compared side by side
Odia - 1840
"ଯୋଷଫେ ସମାନଙ୍କେ ସହିତ ବ୍ଯାଖ୍ଯାକାର ମାଧ୍ଯମ ରେ କଥାବାର୍ତ୍ତା କରୁଥିଲେ। ଯୋଷଫେ ସମାନଙ୍କେ କଥା ପୁଝି ପାରୁଥିଲେ ବୋଲି ସମାନେେ ଜାଣି ପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ଵିଭାଷୀ ଦ୍ଵାରା ସେମାନଙ୍କ ସହିତ କଥା କହୁଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ସେମାନଙ୍କ ସହିତ ବ୍ୟାଖ୍ୟାକାର ମାଧ୍ୟମରେ କଥାବାର୍ତ୍ତା କରୁଥିଲେ। ଯୋଷେଫ ସେମାନଙ୍କ କଥା ବୁଝି ପାରୁଥିଲେ ବୋଲି ସେମାନେ ଜାଣି ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;