Genesis 42:24 — Compare Translations

5 translations compared side by side

Odia - 1840
"ତେଣୁ ଯୋଷଫେ ସମାନଙ୍କେଠାରୁ ଦୂରକୁ ୟାଇ କାନ୍ଦିଲେ। କିଛି ସମୟ ପରେ ଯୋଷଫେ ସମାନଙ୍କେ ପାଖକୁ ଗଲେ। ତା'ର ଭାଇମାନଙ୍କ ମଧ୍ଯରୁ ଜଣକୁ ଅର୍ଥାତ୍ଶିମିଯୋନକୁ ନଇେ ତାଙ୍କ ଭାଇମାନଙ୍କ ସମ୍ମୁଖ ରେ ବାନ୍ଧି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ସେମାନଙ୍କଠାରୁ ଦୂରକୁ ଯାଇ କାନ୍ଦିଲେ। କିଛି ସମୟ ପରେ ଯୋଷେଫ ସେମାନଙ୍କ ପାଖକୁ ଗଲେ। ତାଙ୍କର ଭାଇମାନଙ୍କ ମଧ୍ୟରୁ ଜଣକୁ ଅର୍ଥାତ୍ ଶିମିୟୋନକୁ ନେଇ ତାଙ୍କ ଭାଇମାନଙ୍କ ସମ୍ମୁଖରେ ବାନ୍ଧି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।
Odia IRV 2017 (ଓଡିଆ ବାଇବେଲ)
“ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।”