Genesis 42:25 — Compare Translations

5 translations compared side by side

Odia - 1840
"ଯୋଷଫେ ତାଙ୍କର ଦାସମାନଙ୍କୁ ନିର୍ଦ୍ଦେଶ ଦେଲେ, ସମାନଙ୍କେର ବ୍ଯାଗ୍ଗୁଡ଼ିକୁ ଶସ୍ଯ ରେ ଭରପୁର କରିବା ପାଇଁ। ତା'ର ଭାଇମାନେ ସହେି ଶସ୍ଯ ପାଇଁ ତାଙ୍କୁ ଅର୍ଥ ଦେଲେ। କିନ୍ତୁ ଯୋଷଫେ ସହେି ଅର୍ଥ ନେଲେ ନାହିଁ। ସେ ସମାନଙ୍କେର ଅର୍ଥ ସହେି ବ୍ଯାଗ ମଧିଅରେ ପୁରାଇ ଦେଲେ। ଏହାପରେ ଯୋଷଫେ ତାଙ୍କର ଫରେିବା ପାଇଁ ବ୍ଯବହାର ଦ୍ରବ୍ଯ ମଧ୍ଯ ତାଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ତାଙ୍କର ଦାସମାନଙ୍କୁ ନିର୍ଦ୍ଦେଶ ଦେଲେ, ସେମାନଙ୍କର ବ୍ୟାଗ୍ ଗୁଡ଼ିକୁ ଶସ୍ୟରେ ଭରପୁର କରିବା ପାଇଁ। ତାଙ୍କର ଭାଇମାନେ ସେହି ଶସ୍ୟ ପାଇଁ ତାଙ୍କୁ ଅର୍ଥ ଦେଲେ। କିନ୍ତୁ ଯୋଷେଫ ସେହି ଅର୍ଥ ନେଲେ ନାହିଁ। ସେ ସେମାନଙ୍କର ଅର୍ଥ ସେହି ବ୍ୟାଗ୍ ମଧ୍ୟରେ ପୁରାଇ ଦେଲେ। ଏହା ପରେ ଯୋଷେଫ ତାଙ୍କର ଫେରିବା ପାଇଁ ବ୍ୟବହାର ଦ୍ରବ୍ୟ ମଧ୍ୟ ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟ ପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,