Genesis 42:26 — Compare Translations

5 translations compared side by side

Odia - 1840
"ତେଣୁ ତା'ର ଭାଇମାନେ ସହେି ଗଧମାନଙ୍କ ପିଠି ରେ ଶସ୍ଯ ଲଦି ସହେି ସ୍ଥାନ ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ନଦି ସେଠାରୁ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତାଙ୍କର ଭାଇମାନେ ସେହି ଗଧମାନଙ୍କ ପିଠିରେ ଶସ୍ୟ ଲଦି ସେହି ସ୍ଥାନ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।