Genesis 42:27 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ ତା'ର ଭାଇମାନେ ଏକ ସ୍ଥାନ ରେ ରାତ୍ରି ୟାପନ କରିବା ପାଇଁ ରହିଲେ। ଭାଇମାନଙ୍କ ମଧ୍ଯରୁ ଜଣେ ଗଧକୁ ଆହାର ଦବୋ ନିମନ୍ତେ ପଟ ଫିଟାନ୍ତେ ସେ ତା'ର ଟଙ୍କା ସବୁ ଦେଖିଲା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ ତାଙ୍କର ଭାଇମାନେ ଏକ ସ୍ଥାନରେ ରାତ୍ରି ଯାପନ କରିବା ପାଇଁ ରହିଲେ। ଭାଇମାନଙ୍କ ମଧ୍ୟରୁ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ ସେ ତା’ର ଟଙ୍କା ସବୁ ଦେଖିଲା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।