Genesis 42:28 — Compare Translations
5 translations compared side by side
Odia - 1840
"ସେ ତା'ର ଅନ୍ୟ ଭାଇମାନଙ୍କୁ ସେ ସବୁ କହିଲା, ଦେଖ, ମୁଁ ଯେଉଁ ଅର୍ଥ ଶସ୍ଯ ପାଇଁ ଦଇେଥିଲି, ତାହା ଏଠା ରେ ଅଛି। କହେି ଲୋକ ମାେ ପଟ ରେ (ଥଳି ରେ) ସହେି ଅର୍ଥ ପୁରାଇ ଦଇେଛି। ତା'ର ସମସ୍ତ ଭାଇମାନେ ଭୟ କରିଗଲେ। ସମାନେେ ପରସ୍ପର କୁହା କୁହି ହେଲେ, ପରମେଶ୍ବର ଆମ୍ଭମାନଙ୍କ ପାଇଁ କ'ଣ କରୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଭାଇମାନଙ୍କୁ କହିଲା, ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି । ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ଏକଆରେକ ପ୍ରତି ଅନାଇ କହିଲେ, ପରମେଶ୍ଵର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କଲେ?
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ର ଅନ୍ୟ ଭାଇମାନଙ୍କୁ ସେ ସବୁ କହିଲା, “ଦେଖ, ମୁଁ ଯେଉଁ ଅର୍ଥ ଶସ୍ୟ ପାଇଁ ଦେଇଥିଲି, ତାହା ଏଠାରେ ଅଛି। କେହି ଲୋକ ମୋ’ ପଟରେ (ଥଳିରେ) ସେହି ଅର୍ଥ ପୁରାଇ ଦେଇଛି।” ତା’ର ସମସ୍ତ ଭାଇମାନେ ଭୟ କରିଗଲେ। ସେମାନେ ପରସ୍ପର କୁହା କୁହି ହେଲେ, “ପରମେଶ୍ୱର ଆମ୍ଭମାନଙ୍କ ପାଇଁ କ’ଣ କରୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋ’ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”