Genesis 42:29 — Compare Translations

5 translations compared side by side

Odia - 1840
"ଭାଇମାନେ ସମାନଙ୍କେର ପିତା ଯାକୁବଙ୍କ ନିକଟକୁ କିଣାନୀଯ ଦେଶକୁ ଫରେିଗଲେ। ସମାନେେ ଯାକୁବଙ୍କୁ, ଯକେି ତାଙ୍କର ପିତା, ତାଙ୍କୁ ସମସ୍ତ ବିଷଯ ଅବଗତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହା ସବୁ ତାଙ୍କୁ ଜଣାଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଭାଇମାନେ ଏହିସବୁ କଥା ଯାକୁବଙ୍କୁ ଜଣାଇଲେ ଭାଇମାନେ ସେମାନଙ୍କର ପିତା ଯାକୁବଙ୍କ ନିକଟକୁ କିଣାନ ଦେଶକୁ ଫେରିଗଲେ। ସେମାନେ ଯାକୁବଙ୍କୁ, ଯେ କି ତାଙ୍କର ପିତା, ତାଙ୍କୁ ସମସ୍ତ ବିଷୟ ଅବଗତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହା ସବୁ ତାଙ୍କୁ ଜଣାଇ କହିଲେ,