Genesis 42:3 — Compare Translations

5 translations compared side by side

Odia - 1840
"ତେଣୁ ଯୋଷଫେର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶଷ୍ଯ କିଣିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫଙ୍କର ଦଶଭାଇ ମିଶରକୁ ଗଲେ ଖାଦ୍ୟ ଶସ୍ୟ କିଣିବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।