Genesis 42:30 — Compare Translations

5 translations compared side by side

Odia - 1840
"ସମାନେେ କହିଲେ, ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ଯବହାର କଲେ। ସେ ଭାବିଲେ ଆମ୍ଭମାନେେ ଚର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚର ଜ୍ଞାନ କରି କଟୁ କଥା କହିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ୟବହାର କଲେ। ସେ ଭାବିଲେ ଆମ୍ଭେମାନେ ଚର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
Odia IRV 2017 (ଓଡିଆ ବାଇବେଲ)
“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।”