Genesis 42:31 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭେ କହିଲୁ, ଆମ୍ଭେ ଗୁପ୍ତଚର ନୋହୁଁ। ଆମ୍ଭେ ସାଧୁ ଲୋକ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେମାନେ ତାକୁ କହିଲୁ, ଆମ୍ଭେମାନେ ବିଶ୍ଵାସ୍ୟ ଲୋକ, ଚର ନୋହୁଁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ କହିଲୁ, ‘ଆମ୍ଭେ ଗୁପ୍ତଚର ନୋହୁଁ। ଆମ୍ଭେ ସାଧୁ ଲୋକ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେମାନେ ତାକୁ କହିଲୁ, “ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,