Genesis 42:32 — Compare Translations
5 translations compared side by side
Odia - 1840
"ଆମ୍ଭେ ତାଙ୍କୁ କହିଲୁ ଯେ, ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭେ ତାଙ୍କୁ କହିଲୁ, ଆମ୍ଭ ସମସ୍ତଙ୍କର ଗୋଟିଏ ପିତା, ଆମ୍ଭର ଗୋଟେ ଭାଇ ୟିଏ କି ମରିୟାଇଛି ଏବଂ ଆମର ସାନଭାଇ ଯକେି ବର୍ତ୍ତମାନ କିଣାନୀଯ ଦେଶ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାଙ୍କୁ କହିଲୁ ଯେ, ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ଏକ ପିତା, ଆମ୍ଭର ଜଣେ ଭାଇ ଯିଏ କି ମରିଯାଇଛି ଏବଂ ଆମ୍ଭର ସାନଭାଇ ଯେଏ କି ବର୍ତ୍ତମାନ କିଣାନ ଦେଶରେ ଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।”