Genesis 42:33 — Compare Translations
5 translations compared side by side
Odia - 1840
"ଏହାପରେ ସେ ଦେଶର କର୍ତ୍ତା ଆମ୍ଭମାନଙ୍କୁ କହିଲେ, 'ତୁମ୍ଭର ସାଧୁତାର ପ୍ରମାଣ ଦବୋ ପାଇଁ ଏହା ଏକ ବାଟ। ତୁମ୍ଭର ଜଣେ ଭାଇକୁ ଏହିଠା ରେ ମାେ ପାଖ ରେ ଛାଡ଼ି ଦଇେ ୟାଅ। ଏହି ଶସ୍ଯ ତୁମ୍ଭର ପରିବାର ପାଇଁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ଵାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକି ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନି ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ସେ ଦେଶର କର୍ତ୍ତା ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭର ସାଧୁତାର ପ୍ରମାଣ ଦେବା ପାଇଁ ଏହା ଏକ ବାଟ। ତୁମ୍ଭର ଜଣେ ଭାଇକୁ ଏହିଠାରେ ମୋ’ ପାଖରେ ଛାଡ଼ି ଦେଇ ଯାଅ। ଏହି ଶସ୍ୟ ତୁମ୍ଭର ପରିବାର ପାଇଁ ନେଇଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, “ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନି ଯାଅ।