Genesis 42:34 — Compare Translations

5 translations compared side by side

Odia - 1840
"ଏହାପରେ ତୁମ୍ଭର ସାନଭାଇକୁ ମାେ ପାଖକୁ ଆଣ, ତବେେ ମୁଁ ଜାଣିବି ଯେ ତୁମ୍ଭମାନେେ ସାଧୁଲୋକ। ଯଦି ତୁମ୍ଭମାନେ ସତ୍ଯ କହୁଥାଅ ତବେେ ମୁଁ ତୁମ୍ଭର ଭାଇକୁ ତୁମ୍ଭମାନଙ୍କୁ ଫରୋଇ ଦବେି। ମୁଁ ତୁମ୍ଭକୁ ତୁମ୍ଭର ଭାଇ ଦବେି ଓ ତୁମ୍ଭମାନଙ୍କୁ ମାେ ଦେଶରୁ ଶସ୍ଯ କ୍ରଯ ପାଇଁ ମୁକ୍ତି କରି ଦବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣାମାନଙ୍କ ସାନ ଭାଇକି ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ବିଶ୍ଵାସ୍ୟ ଲୋକ, ଚର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇକି ତୁମ୍ଭମାନଙ୍କୁ ସମର୍ପଣ କରି ଦେବା, ପୁଣି ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭର ସାନଭାଇକୁ ମୋ’ ପାଖକୁ ଆଣ, ତେବେ ମୁଁ ଜାଣିବି ଯେ ତୁମ୍ଭେମାନେ ସାଧୁଲୋକ। ଯଦି ତୁମ୍ଭେମାନେ ସତ୍ୟ କହୁଥାଅ, ତେବେ ମୁଁ ତୁମ୍ଭର ଭାଇକୁ ତୁମ୍ଭମାନଙ୍କୁ ଫେରାଇ ଦେବି। ମୁଁ ତୁମ୍ଭକୁ ତୁମ୍ଭର ଭାଇ ଦେବି ଓ ତୁମ୍ଭମାନଙ୍କୁ ମୋ’ ଦେଶରୁ ଶସ୍ୟ କ୍ରୟ ପାଇଁ ମୁକ୍ତ କରି ଦେବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରି ଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।”