Genesis 42:35 — Compare Translations

5 translations compared side by side

Odia - 1840
"ଏହାପରେ ଭାଇମାନେ ଶସ୍ଯ ବୋହିବାକୁ ଲାଗିଲେ। ଏବଂ ସମସ୍ତ ଭାଇମାନେ ସମାନଙ୍କେର ବ୍ଯାଗରୁ ସମସ୍ତ ଅର୍ଥମୁଣା ପାଇଲେ। ସମସ୍ତ ଭାଇ ଓ ସମାନଙ୍କେର ପିତା ଏହି ଟଙ୍କା ଦେଖି ଭୟ ରେ ଥରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ । ତେବେ ସେହି ସବୁ ଟଙ୍କାପୁଡ଼ିଆ ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଭାଇମାନେ ଶସ୍ୟ ବୋହିବାକୁ ଲାଗିଲେ। ଏବଂ ସମସ୍ତ ଭାଇମାନେ ସେମାନଙ୍କର ବ୍ୟା‌‌‌ଗ୍‌‌‌ରୁ ସମସ୍ତ ଅର୍ଥମୁଣା ପାଇଲେ। ସମସ୍ତ ଭାଇ ଓ ସେମାନଙ୍କର ପିତା ଏହି ଟଙ୍କା ଦେଖି ଭୟରେ ଥରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।