Genesis 42:36 — Compare Translations
5 translations compared side by side
Odia - 1840
"ଯାକୁବ ସମାନଙ୍କେୁ କହିଲେ, ତୁମ୍ଭେ କ'ଣ ଭାବୁଛ ମୁଁ ମାରେସମସ୍ତ ପିଲାମାନଙ୍କୁ ହରାଇବି? ଯୋଷଫେ ଗଲା,ଶିମିଯୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ଯାମୀନକୁ ନବୋ ପାଇଁ ଚାହୁଁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି ବିନ୍ୟାମିନକୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ମୁଁ ମୋର ସମସ୍ତ ପିଲାମାନଙ୍କୁ ହରାଇବି? ଯୋଷେଫ ଗଲା, ଶିମିୟୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ୟାମୀନକୁ ନେବା ପାଇଁ ଗ୍ଭହୁଁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”