Genesis 42:37 — Compare Translations
5 translations compared side by side
Odia - 1840
"କିନ୍ତୁ ରୂବନେ ତା'ର ପିତାଙ୍କୁ କହିଲା, ପିତା, ମୁଁ ଯବେେ ତୁମ୍ଭ ପାଖକୁ ତାକୁ ନଆଣେ, ତବେେ ତୁମ୍ଭେ ମାରେ ଦୁଇ ପୁଅକୁ ବଧ କରିବ। ମାେ ହସ୍ତ ରେ ତାକୁ ସମର୍ପଣ କର। ମୁଁ ତାକୁ ପୁନର୍ବାର ତୁମ୍ଭ ପାଖ ରେ ଆଣି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରୁବେନ୍ ପିତାଙ୍କୁ କହିଲା, ମୁଁ ଯେବେ ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରୁବେନ୍ ତା’ର ପିତାଙ୍କୁ କହିଲା, “ପିତା, ମୁଁ ଯେବେ ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅକୁ ବଧ କରିବ। ମୋ’ ହସ୍ତରେ ତାକୁ ସମର୍ପଣ କର। ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରୁବେନ୍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରୁବେନ୍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋ’ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”